ମାର୍କ 2:12
ମାର୍କ 2:12 ODIAOV-BSI
ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହରିଗଲା; ତହିଁରେ ସମସ୍ତେ ଆଚ଼ମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।