Bible App logo
Search Icon

ଫିଲିପ୍‍ପୀୟ 2:14-15

ଫିଲିପ୍‍ପୀୟ 2:14-15 ODIAOV-BSI

ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;