ଫିଲିପ୍ପୀୟ 2:6-8
ଫିଲିପ୍ପୀୟ 2:6-8 ODIAOV-BSI
ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।







