Bible App logo
Search Icon

ଫିଲିପ୍‍ପୀୟ 4:12

ଫିଲିପ୍‍ପୀୟ 4:12 ODIAOV-BSI

ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି।