YouVersion Logo
Search Icon

ଗୀତସଂହିତା 125

125
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା
ଆରୋହଣ-ଗୀତ।
1ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ।
4ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 125