YouVersion Logo
Search Icon

ଗୀତସଂହିତା 131

131
ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା
ଆରୋହଣ-ଗୀତ; ଦାଉଦଙ୍କ ରଚିତ।
1ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
2ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
3ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ।

Highlight

Copy

Compare

Share

None

Want to have your highlights saved across all your devices? Sign up or sign in

Videos for ଗୀତସଂହିତା 131