YouVersion Logo
Search Icon

ଗୀତସଂହିତା 44:6-7

ଗୀତସଂହିତା 44:6-7 ODIAOV-BSI

ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍‍ଗ ମୋତେ ଉଦ୍ଧାର କରିବ ନାହିଁ। ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।

Related Videos

Free Reading Plans and Devotionals related to ଗୀତସଂହିତା 44:6-7