YouVersion Logo
Search Icon

ଗୀତସଂହିତା 46:4-5

ଗୀତସଂହିତା 46:4-5 ODIAOV-BSI

ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ। ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।