YouVersion Logo
Search Icon

ଗୀତସଂହିତା 77:11-12

ଗୀତସଂହିତା 77:11-12 ODIAOV-BSI

ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି। ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।

Video for ଗୀତସଂହିତା 77:11-12

Verse Images for ଗୀତସଂହିତା 77:11-12

ଗୀତସଂହିତା 77:11-12 - ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।ଗୀତସଂହିତା 77:11-12 - ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।

Free Reading Plans and Devotionals related to ଗୀତସଂହିତା 77:11-12