YouVersion Logo
Search Icon

ଗୀତସଂହିତା 78:4

ଗୀତସଂହିତା 78:4 ODIAOV-BSI

ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।