YouVersion Logo
Search Icon

ଗୀତସଂହିତା 78:7

ଗୀତସଂହିତା 78:7 ODIAOV-BSI

ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ