ଗୀତସଂହିତା 89:1
ଗୀତସଂହିତା 89:1 ODIAOV-BSI
ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି।