YouVersion Logo
Search Icon

ଗୀତସଂହିତା 90:17

ଗୀତସଂହିତା 90:17 ODIAOV-BSI

ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।