ଗୀତସଂହିତା 92:12-13
ଗୀତସଂହିତା 92:12-13 ODIAOV-BSI
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ। ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।