ଗୀତସଂହିତା 92:14-15
ଗୀତସଂହିତା 92:14-15 ODIAOV-BSI
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।