ଗୀତସଂହିତା 95:6-7
ଗୀତସଂହିତା 95:6-7 ODIAOV-BSI
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।









