YouVersion Logo
Search Icon

ରୋମୀୟ 12:3

ରୋମୀୟ 12:3 ODIAOV-BSI

କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।

Verse Images for ରୋମୀୟ 12:3

ରୋମୀୟ 12:3 - କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।ରୋମୀୟ 12:3 - କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ଵର ଯାହାକୁ ଯେ ପରିମାଣରେ ବିଶ୍ଵାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।