Bible App logo
Search Icon

ରୋମୀୟ 12:8

ରୋମୀୟ 12:8 ODIAOV-BSI

ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ଵାବଧାନ କରେ, ସେ ଯନି ସହକାରେ ତତ୍ତ୍ଵାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।