ରୋମୀୟ 13:7
ରୋମୀୟ 13:7 ODIAOV-BSI
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।





