YouVersion Logo
Search Icon

ରୋମୀୟ 14:11-12

ରୋମୀୟ 14:11-12 ODIAOV-BSI

ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ।” ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ଵରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।

Verse Image for ରୋମୀୟ 14:11-12

ରୋମୀୟ 14:11-12 - ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ।”
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ଵରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।

Free Reading Plans and Devotionals related to ରୋମୀୟ 14:11-12