ରୋମୀୟ 14:17-18
ରୋମୀୟ 14:17-18 ODIAOV-BSI
କାରଣ ଈଶ୍ଵରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ। ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।