YouVersion Logo
Search Icon

ରୋମୀୟ 16:25-27

ରୋମୀୟ 16:25-27 ODIAOV-BSI

ଯେଉଁ ଈଶ୍ଵର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ଵ ଅନାଦି କାଳରୁ ଅବ୍ୟକ୍ତ ଥିଲା, ମାତ୍ର ଏବେ ବ୍ୟକ୍ତ ହୋଇଅଛି, ପୁଣି ବିଶ୍ଵାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ଵରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ ତତ୍ତ୍ଵର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି , ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ଵରଙ୍କ ଗୌରବ ହେଉ। ଆମେନ୍।