YouVersion Logo
Search Icon

ରୋମୀୟ 3:10-12

ରୋମୀୟ 3:10-12 ODIAOV-BSI

ଯେପରି ଲେଖାଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ଵରଙ୍କ ଅନ୍ଵେଷଣ କରେ, ଏପରି ଜଣେ ନାହିଁ; ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକ ସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି; ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।