ରୋମୀୟ 3:25-26
ରୋମୀୟ 3:25-26 ODIAOV-BSI
ଈଶ୍ଵର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ଵାସ ଦ୍ଵାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, ପୁଣି ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ଵୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ଵାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।






