YouVersion Logo
Search Icon

ରୋମୀୟ 3:4

ରୋମୀୟ 3:4 ODIAOV-BSI

ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ଵର ସତ୍ୟ ବୋଲି ସ୍ଵୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି ବିଚାରିତ ହେବା ସମୟରେ ବିଜୟୀ ହେବ।”