YouVersion Logo
Search Icon

ସିଫନୀୟ 1:18

ସିଫନୀୟ 1:18 ODIAOV-BSI

ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।

Video for ସିଫନୀୟ 1:18

Free Reading Plans and Devotionals related to ସିଫନୀୟ 1:18