ସିଫନୀୟ 3:15
ସିଫନୀୟ 3:15 ODIAOV-BSI
ସଦାପ୍ରଭୁ ତୁମ୍ଭର ଦଣ୍ତସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ।