YouVersion Logo
Search Icon

ସିଫନୀୟ 3:19

ସିଫନୀୟ 3:19 ODIAOV-BSI

ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେସମସ୍ତଙ୍କ ପ୍ରତି ସେସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଛୋଟୀକୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।

Free Reading Plans and Devotionals related to ସିଫନୀୟ 3:19