ପ୍ରଥମ ଶାମୁୟେଲ 1:15
ପ୍ରଥମ ଶାମୁୟେଲ 1:15 ORYIRV
ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।