ଦାନିୟେଲ 2:20-22
ଦାନିୟେଲ 2:20-22 ORYIRV
ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର; ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।





