ଦାନିୟେଲ 5:25-28
ଦାନିୟେଲ 5:25-28 ORYIRV
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ। ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି। ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି। ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।





