ଦାନିୟେଲ 8:24-25
ଦାନିୟେଲ 8:24-25 ORYIRV
ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ। ପୁଣି, ଆପଣା କୌଶଳ ଦ୍ୱାରା ତାହାର ହସ୍ତରେ ଛଳ ସଫଳ ହେବ ଓ ସେ ଆପଣା ଅନ୍ତଃକରଣରେ ନିଜକୁ ବଡ଼ାଇ କରିବ ଓ ସେମାନଙ୍କ ନିରାପଦ କାଳରେ ଅନେକଙ୍କୁ ବିନାଶ କରିବ; ଆହୁରି, ସେ ଅଧିପତିଗଣର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ; ମାତ୍ର ସେ ବିନା ହସ୍ତରେ ଭଗ୍ନ ହେବ।



