ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:11
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:11 ORYIRV
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।





