ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:7
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:7 ORYIRV
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।