ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:8
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 28:8 ORYIRV
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।





