ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:39
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:39 ORYIRV
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।





