ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 34:9
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 34:9 ORYIRV
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।





