ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 4:2 ORYIRV
ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।





