ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 6:1-2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 6:1-2 ORYIRV
ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି। ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।





