Bible App logo
Search Icon

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:6

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:6 ORYIRV

କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।