Bible App logo
Search Icon

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:8

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 7:8 ORYIRV

ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।