YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 10:21-23

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 10:21-23 ORYIRV

ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ। ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।