YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:1 ORYIRV

ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।