YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:12-13

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:12-13 ORYIRV

ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ। ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:12-13