YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:26-27

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:26-27 ORYIRV

ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ ? ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ।” ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 12:26-27