ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:17
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 13:17 ORYIRV
ଏଥିଉତ୍ତାରେ ଫାରୋ ଲୋକମାନଙ୍କୁ ଯିବାକୁ ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ୱର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ୱର କହିଲେ, “ଯେବେ ଲୋକମାନେ ଯୁଦ୍ଧ ଦେଖନ୍ତି ସେମାନେ ଆପଣା ଆପଣାର ମନକୁ ବଦଳାଇ ମିସରକୁ ଫେରିଯାଇ ପାରନ୍ତି।”





