YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:13

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:13 ORYIRV

ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”