YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:31

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:31 ORYIRV

ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।