YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:26

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15:26 ORYIRV

“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”