YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 16:8

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 16:8 ORYIRV

ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 16:8